ଟମାଟୋ ଫ୍ଲୂ ଏକ ଭୂତାଣୁଜନିତ ଓ ବାୟୁବାହିତ ସଂକ୍ରାମକ ରୋଗ

ବିଶେଷ କରି ୫ ବର୍ଷରୁ କମ୍ ବୟସର ଶିଶୁଙ୍କ ଶରୀରରେ ଏହି ରୋଗର ଲକ୍ଷଣ ଦେଖାଦେଉଛି ବୋଲି ସ୍ବାସ୍ଥ୍ୟ ବିଭାଗ କହିଛି।

ଏହି ରୋଗ ହେଲେ ହାତ, ପାଦ ଓ ମୁହଁରେ ନାଲି ନାଲି ଫଳିଯାଇ ଭୀଷଣ ଜ୍ୱର ହେଉଛି। ଏପରି ଲକ୍ଷଣ ଦେଖାଦେଲେ ତୁରନ୍ତ ଡାକ୍ତରଙ୍କ ସହ ପରାମର୍ଶ କରିବାକୁ ସ୍ବାସ୍ଥ୍ୟ ବିଭାଗ ସଚେତନ କରିଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version