ଟାଙ୍ଗରସାଇ ବିଦ୍ୟାଳୟରେ ଗୁରୁଦିବସ ପାଲିତ

ସୋନପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ଟାଙ୍ଗରସାଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଆଜି ଗୁରୁଦିବସ ପାଲିତ ହୋଇଯାଇଛି।

ଏଥିରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes