ଟିଇଟି ରାୟ: ତର୍ଜମା କରିବେ ସରକାର

ସୁପ୍ରିମକୋର୍ଟଙ୍କ ଟିଇଟି ରାୟକୁ ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ରାଜ୍ୟ ସରକାର ଏହାକୁ ତର୍ଜମା କରିବେ।

ଶିକ୍ଷକଙ୍କ ସ୍ୱାର୍ଥ ବି ଦେଖିବାର ଆବଶ୍ୟକତା ରହିଛି, ସବୁ ଦିଗକୁ ବିଚାର କରିବା ସହ ଶିକ୍ଷକଙ୍କ ସ୍ୱାର୍ଥକୁ ଗୁରୁତ୍ୱ ଦିଆଯିବ କହିଛନ୍ତି ମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes