ଟିକିରାପଡ଼ାରୁ ଜବରଦଖଲ ଉଚ୍ଛେଦ କଲା ପ୍ରଶାସନ

ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସୁବଳୟା ପଞ୍ଚାୟତ ଅନ୍ତର୍ଗତ ଟିକିରାପଡ଼ା ଜଗନ୍ନାଥ ମନ୍ଦିର ନିକଟସ୍ଥ ପଡ଼ିଆରୁ ତହସିଲ ପ୍ରଶାସନ ଦ୍ବାରା ବୁଧବାର ଜବରଦଖଲ ଉଚ୍ଛେଦ କରାଯାଇଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes