ଟିକେଟ ପାଇଁ କ୍ରିକେଟପ୍ରେମୀଙ୍କ ଲମ୍ବା ଲାଇନ

କଟକ ବାରବାଟୀ ଷ୍ଟାଡିୟମରେ ହେବାକୁଥିବା ଭାରତ ଦକ୍ଷିଣ ଆଫ୍ରିକା ମ୍ୟାଚ୍‌ ପାଇଁ ଆଜିଠୁ କାଉଣ୍ଟରରେ ଟିକେଟ୍‌ ମିଳିବ ଏଥିପାଇଁ ଟିକେଟ କାଉଣ୍ଟର ଆଗରେ କ୍ରିକେଟପ୍ରେମୀଙ୍କ ଲମ୍ବା ଲାଇନ ଦେଖିବାକୁ ମିଳିଛି ।

ସକାଳ ୯ଟାରୁ କାଉଣ୍ଟରରେ ଟିକେଟ୍‌ ମିଳିବ ବୋଲି ସୂଚନା ମିଳିଛି।ପୁରୁଷ ଦର୍ଶକଙ୍କ ଲାଗି ୭ଟି କାଉଣ୍ଟର ରହିଥିବା ବେଳେ ମହିଳାଙ୍କ ଲାଗି ୨ଟି ସ୍ୱତନ୍ତ୍ର କାଉଣ୍ଟର ରହିଛି। 

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version