ଟ୍ରକ୍‌କୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍‌, ୭ ଆହତ

ଭଦ୍ରକ ଏନ୍ଏଚ-୧୬ର ବୀଣା ପେଟ୍ରୋଲ ପମ୍ପ୍‌ ନିକଟରେ ଏହି ଦୁର୍ଘଟଣା ଘଟିଛି।

୭ ଆହତଙ୍କୁ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ଦୁର୍ଘଟଣା ପରେ ବସ୍‌ ଡ୍ରାଇଭର ଓ କଣ୍ଡକ୍ଟର ଫେରାର ଅଛନ୍ତି। ବସ୍‌ଟି ଭୁବନେଶ୍ୱରରୁ କୋଲକାତା ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes