ଟ୍ରକ ଚାପାରେ ସ୍ତ୍ରୀ ମୃତ, ସ୍ୱାମୀ ଗୁରୁତର

ଭୁବନେଶ୍ୱର ଧଉଳି ଥାନା ଅନ୍ତର୍ଗତ ନୂଆଗାଁ ଛକରେ ଏହି ଦୁର୍ଘଟଣା ଘଟିଛି।

ସ୍ତ୍ରୀର ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ସ୍ୱାମୀକୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes