ଟ୍ରକ ଧକ୍କାରେ ଜଣେ ମୃତ, ଜଣେ ଗୁରୁତର

ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ବିଡିଘାଟ ଛକ ନିକଟରେ ଆଜି ଏକ ଦ୍ରୁତଗାମୀ ଟ୍ରକ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବା ପୁଲିସ କହିଛି l

ଦୁର୍ଘଟଣା ପରେ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes