ଟ୍ରାକ୍ଟର ଧକ୍କାରେ ବାଇକ ଆରୋହୀଙ୍କ ମୃତ; ଲୋକଙ୍କ ରାସ୍ତା ଅବରୋଧ

କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଡୁମୁରିଆ କେତାଙ୍ଗ ରାସ୍ତାର ହାତୀନୋଟା ନିକଟରେ ମଙ୍ଗଳବାର ପୂର୍ବାହ୍ନରେ ଟ୍ରାକ୍ଟର ଧକ୍କାରେ ଜଣେ ବାଇକ ଆରୋହୀଙ୍କ ଘଟଣା ସ୍ଥଳରେ ମୃତ୍ୟୁ ଘଟିଛି।

ମୃତ ବାଇକ ଆରୋହୀଙ୍କ ପରିଚୟ ମିଳିନଥିବା ବେଳେ ଦୁର୍ଘଟଣା ଘଟାଇ ଟ୍ରାକ୍ଟରଟି ଫେରାର ହୋଇଯାଇଛି। ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଛି। କ୍ଷତିପୂରଣ ଦାବିରେ ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes