ଓଡ଼ିଶା-ଛତିଶଗଡ଼ ମହାନଦୀ ଜଳବିବାଦ ମାମଲା ଟ୍ରିବ୍ୟୁନାଲରେ ଶୁଣାଣି ସେପ୍ଟେମ୍ବର ୬ ତାରିଖକୁ ଘୁଞ୍ଚିଥିବା ନେଇ AG ପୀତାମ୍ବର ଆଚାର୍ଯ୍ୟ ଅବଗତ କଲେ।
ଉଭୟ ରାଜ୍ୟର ମୁଖ୍ୟ ସଚିବ ଓ ରାଜନୈତିକସ୍ତରରେ ଆଲୋଚନା ଆଗକୁ ବଢ଼ିଛି। ସମାଧାନ ପାଇଁ ଉଭୟ ପକ୍ଷ ରାଜିଥିବା AG ପୀତାମ୍ବର ଆଚାର୍ଯ୍ୟ ଅବଗତ କରିଛନ୍ତି।
Credible Local News of Odisha