କଟକ ଜିଲ୍ଲା ଡମପଡ଼ା ବ୍ଲକ କାର୍ଯ୍ୟାଳୟରେ କମ୍ପ୍ୟୁଟର ରୁମ୍ରେ ନିଆଁ ଲାଗି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ନଷ୍ଟ ହୋଇଯାଇଛି।
ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ଥିବାବେଳେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚିଛି।
Credible Local News of Odisha