ଡିଜିପିଙ୍କୁ ଭେଟିଲେ କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା

ବୈଠକରେ ଗୁଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା ମଧ୍ୟ ଉପସ୍ଥିତ ଅଛନ୍ତି।

ବୈଠକରେ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା ସମ୍ପର୍କରେ ଆଲୋଚନା ହୋଇଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version