ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମ ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି।କୋଲାବ, ହୀରାକୁଦ, ଭିତରକନିକା ଓ ବରକୂଳ ପାଇଁ ଟେଣ୍ଡର ଆହ୍ୱାନ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୫ଟି ସ୍ଥାନରେ ବୈଦ୍ୟୁତିକ ବୋଟ୍ ବ୍ୟବସ୍ଥା କରାଯାଇଛି।
Credible Local News of Odisha