କେନ୍ଦୁଝର ଜିଲ୍ଲାର ଧରଣୀଧର ସ୍ବୟଂଶାସିତ ମହାବିଦ୍ୟାଳୟକୁ ବିଶ୍ବବିଦ୍ୟାଳୟ ଘୋଷଣା କରିଛନ୍ତି ରାଜ୍ୟ ସରକାର।
୧୯୫୭ ମସିହାରେ ଏହି ମହାବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ଦୀର୍ଘଦିନ ହେଲା ଜିଲ୍ଲାରେ ବିଶ୍ଵ ବିଦ୍ୟାଳୟ ପ୍ରତିଷ୍ଠା ନେଇ ଦାବି ହୋଇଆସୁଥିଲା। ତେବେ ମୁଖ୍ୟମନ୍ତ୍ରୀଙ୍କ ସୋମବାର ଦିନ କେନ୍ଦୁଝର ଜିଲ୍ଲା ଗସ୍ତରେ ଆସୁଥିବା ବେଳେ ପୂର୍ବରୁ ଘୋଷଣା ଆଜି କରାଯାଇଛି।