ଆଜି ଡୁଙ୍ଗୁରିପାଲି ବ୍ଲକର ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଆବୋଲି ସୁନିଲ ନରୱଣେ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ କୁମାର ପଣ୍ଡାଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେଉଥିବା ଜଣାଯାଇଛି ।
ଏଥିରେ ବିଭିନ୍ନ ବିଭାଗର ଅଧିକାରୀ ମାନେ ସମ୍ବଲପୁରୀ ବସ୍ତ୍ର ପରିଧାନ କରି ଶିବିରରେ ଯୋଗ ଦେଇଥିବା ଜଣାପଡିଛି ।