ତରୁଣ ପାଣ୍ଡେ ଝାରସୁଗୁଡା ଆସନରେ କଂଗ୍ରେସ ପ୍ରାର୍ଥୀ

ଝାରସୁଗୁଡା ବିଧାନସଭା ଆସନର ଉପନିର୍ବାଚନ ପାଇଁ ଆଜି କଂଗ୍ରେସ ତରୁଣ ପାଣ୍ଡେଙ୍କ ନାମ ପ୍ରାର୍ଥୀ ଭାବେ ଘୋଷଣା କରିଛି l ବିଜେଡ଼ି ପୁର୍ବରୁ ଦୀପାଳି ଦାସଙ୍କ ନାମ ପ୍ରାର୍ଥୀ ଭାବେ ଘୋଷଣା କରିଥିବା ବେଳେ ବିଜେପି ଏ ପର୍ଯ୍ୟନ୍ତ ଘୋଷଣା କରିନାହିଁ l

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes