ତାଳଚେର ପୈାରାଂଚଳ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ତାଳଚେର ପୈାରାଂଚଳରେ ଥିବା ହାଇସ୍କୁଲ,ବିଦ୍ୟାମନ୍ଦିର ଗୁଡିକରେ ଚଳିତ ଦଶମ ବୋର୍ଡ଼ ପରୀକ୍ଷାରେ ୯୦ ପ୍ରତିଶତରୁ ଉର୍ଦ୍ଧ୍ୱ ନମ୍ବର ରଖି ସଫଳତା ହାସଲ କରିଥିବା ୧୭ଜଣ ଛାତ୍ରଛାତ୍ରୀଙ୍କୁ ଆଜି ସମ୍ବର୍ଦ୍ଧନା ଦିଆଯାଇଛି ।

ତାଳଚେରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ‘ଆମ ପ୍ରତିଭା ଆମ ପରିଚୟ’ ସୈାଜନ୍ୟରେ ଆୟୋଜିତ ଏହି ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟ ଅତିଥି ଭାବେ ଢେଙ୍କାନାଳ ସାଂସଦ ମହେଶ ସାହୁ ଯୋଗ ଦେଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version