ତୁମୁଡ଼ିବନ୍ଧରେ ପୁଲିସ-ନକ୍ସଲ ଗୁଳି ବିନିମୟ

କନ୍ଧମାଳ ଜିଲ୍ଲା ତୁମୁଡ଼ିବନ୍ଧ ବୁଢ଼ାନଈ ସଂରକ୍ଷିତ ଜଙ୍ଗଲରେ ଏସ୍‌ଓଜି ଯବାନଙ୍କ ସହ ନକ୍ସଲ ମୁହାଁମୁହିଁ ହୋଇଛନ୍ତି।

ନକ୍ସଲ ଛତ୍ରଭଙ୍ଗ ଦେଇଥିବା ବେଳେ ଘଞ୍ଚ ଜଙ୍ଗଲ ଭିତରେ ମାଓ କ୍ୟାମ୍ପ ଠାବ କରିଛନ୍ତି ସୁରକ୍ଷାକର୍ମୀ। ଏବେ ବି ସଂପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନ ଜାରି ରହିଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Leave a Comment Cancel reply

This site uses Akismet to reduce spam. Learn how your comment data is processed.

Exit mobile version