ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୦ ଲକ୍ଷ ଲେଖାଏଁ ସହାୟତା ପ୍ରଦାନ କରାଯିବ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଘୋଷଣା କରିଛନ୍ତି।
ସୂଚନାଯୋଗ୍ୟ, ତେଲେଙ୍ଗାନା ମେଡାକ୍ର ଏକ ଫ୍ୟାକ୍ଟ୍ରିରେ ବିସ୍ଫୋରଣରେ ୪୦ ଜଣଙ୍କ ମୃତ୍ୟୁ ଘଟିଛି। ୪୦ ମୃତକଙ୍କ ମଧ୍ୟରୁ ୮ ଜଣ ଓଡ଼ିଆ ଶ୍ରମିକ ଅଛନ୍ତି।
Credible Local News of Odisha