ତେଲେଙ୍ଗାନାର ପଶାମିଲାରାମ ସିଗାଚି କେମିକାଲ୍ ଫ୍ୟାକ୍ଟ୍ରିରେ ବିସ୍ଫାରଣ ଘଟଣାରେ ୪ ଓଡ଼ିଆଙ୍କ ମୃତଦେହ ଚିହ୍ନଟ ହୋଇଥିବା ସ୍ପଷ୍ଟ ହୋଇଛି। ୪ ମୃତକ ହେଲେ ଗଞ୍ଜାମ, କଟକ, ବାଲେଶ୍ବର ଓ ଯାଜପୁର ଜିଲ୍ଲାର।
ଏଯାଏଁ ବିସ୍ଫୋରଣ ଘଟଣାରେ ୩୫ରୁ ଊର୍ଦ୍ଧ୍ବ ଲୋକଙ୍କ ମୃତ୍ୟୁ ହୋଇଛି।
Credible Local News of Odisha