ତୈଳ ସଙ୍କଟକୁ ନେଇ ଚିନ୍ତାରେ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ

ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ସମ୍ପାଦକ ଦେବେନ୍ଦ୍ର ସାହୁ ସୂଚନା ଦେଇ କହିଛନ୍ତି। ଏଭଳି ସମସ୍ୟା ଲାଗି ରହିଲେ ୬, ୭ ଦିନରେ ବନ୍ଦ ହୋଇଯିବ ଘରୋଇ ବସ୍।

ସରକାର ଏଥିପ୍ରତି ତୁରନ୍ତ ଧ୍ୟାନ ଦେବାକୁ ଅନୁରୋଧ କରୁଛି କହିଲେ। ପବ୍ଲିକ ଟ୍ରାନ୍ସପୋର୍ଟ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବାକୁ ଅନୁରୋଧ କଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes