ଥଣ୍ଡା ପାନୀୟ ଜଳ ପ୍ରକଳ୍ପ ଅଚଳ, ମରାମତି ଦାବି

ବୌଦ୍ଧ ଜିଲ୍ଲା ବଢିଗାଁ ପଞ୍ଚାୟତ ସମ୍ମୁଖରେ ଥିବା ଦଣ୍ଡା ପାନୀୟ ଜଳ ପ୍ରକଳ୍ପ ଦୀର୍ଘ ଦିନ ହେବ ଅଚଳ ଅବସ୍ଥାରେ ପଡ଼ିରହିଛି ରହିଛି।

ଫଳରେ ପିଇବା ପାଣି ପାଇଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିବା ଲୋକ ଅଭିଯୋଗ କରିଛନ୍ତି। ଏନେଇ ପଞ୍ଚାୟତ କର୍ତ୍ତୁପକ୍ଷଙ୍କୁ ଯୋଗାଯୋଗ କରାଯିବାରୁ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଅଚଳ ଅଛି, ଖୁବଶିଘ୍ର ମରାମତି କରାଯିବ ବୋଲି କହିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version