କଟକ ଡିସିପି ଅଫିସ୍କୁ ବଦଳି ହେଲେ ବାରଙ୍ଗ ଥାନା ଆଇଆଇସି ନିରଞ୍ଜନ ବେହେରା। ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ନେଇ ଅଭିଯୋଗ ହୋଇଥିଲା ।
ପୁରୀଘାଟ ଥାନା ଆଇଆଇସି ବିଶ୍ବରଞ୍ଜନ ନାୟକଙ୍କୁ ବାରଙ୍ଗ ଆଇଆଇସି ଭାବେ ଅତିରିକ୍ତ ଦାୟିତ୍ବ ପ୍ରଦାନ କରାଯାଇଛି।
Credible Local News of Odisha