ଥ୍ରୀଡିଜିଏସ୍ ପ୍ରକଳ୍ପ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର ଇନ୍‌ଫୋଭାଲିରେ ହେଟେରୋଜେନସ ଇଣ୍ଟିଗ୍ରେସନ ପ୍ୟାକେଜିଂ ସଲ୍ୟୁସନ୍ସ (ଥ୍ରୀଡିଜିଏସ୍)ର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଓ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉପସ୍ଥିତ ଅଛନ୍ତି।ଓଡ଼ିଶାର ପ୍ରଥମ ଥ୍ରୀ-ଡି ଗ୍ଳାସ୍ ଅତ୍ୟାଧୁନିକ ପ୍ୟାକେଜିଂ ୟୁନିଟ୍‌ର ଶିଳାନ୍ୟାସ ହୋଇଛି।୧୯୪୪ କୋଟି ଟଙ୍କାର ପୁଞ୍ଜି ନିବେଶ ଯୁକ୍ତ ଥ୍ରୀ-ଡି ଗ୍ଳାସ୍ ପ୍ରକଳ୍ପର ଭିତ୍ତି ସ୍ଥାପନ କରାଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes