ଦକ୍ଷିଣ ଆଣ୍ଡାମାନ ସାଗରରେ ଘୁର୍ଣ୍ଣିବଳୟ ସୃଷ୍ଟି

ଆଜି ସକାଳୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୁର୍ଣ୍ଣିବଳୟ ସୃଷ୍ଟି ନେଇ ପାଣିପାଗ ବିଭାଗର ସୂଚନା ।

ଘୁର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୬ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରଖିଛି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes