ଘୂର୍ଣ୍ଣିବଳୟ କାଳକ୍ରମେ ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।
୨୦ ତାରିଖ ବେଳକୁ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି।
ଲଘୁଚାପ ସୃଷ୍ଟି ହୋଇ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରିବ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରିବ ଲଘୁଚାପ। ସୃଷ୍ଟିର ୪୮ ଘଣ୍ଟା ପରେ ଲଘୁଚାପ ଅଧିକ ଘନୀଭୂତ ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି।