ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାବେଳେ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଦକ୍ଷିଣ ଓଡିଶାର ୩ଟି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ସେହିପରି ଉତ୍ତର ଓଡିଶା ଓ ପଶ୍ଚିମ ଓଡିଶାର ୧୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।