ଦତ୍ତ ମହାପାତ୍ର ନିଯୋଗକୁ ନୋଟିସ୍

ବନକଲାଗି ନୀତିରେ ଅସହଯୋଗ ନେଇ ଦତ୍ତ ମହାପାତ୍ର ନିଯୋଗକୁ ଶ୍ରୀମନ୍ଦିର ପ୍ରଶାସନ ନୋଟିସ୍ କରିଛି।

୩ ଦିନ ମଧ୍ୟରେ ଉତ୍ତର ରଖିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes