ଦନ୍ତା ହାତୀ ଆକ୍ରମଣରେ ମହିଳା ଗୁରୁତର

କେନ୍ଦୁଝର ଜିଲ୍ଲା ଚମ୍ପୁଆ ରେଞ୍ଜ ଅନ୍ତର୍ଗତ କୋହ୍ଲ ମୁଣ୍ଡୁଳା ଗ୍ରାମର ଜଣେ ମହିଳା ଆଜି ସକାଳେ ଶୌଚ ହେବାକୁ ଯାଇଥିବା ବେଳେ ଦନ୍ତା ହାତୀ ହାବୁଡ଼ରେ ପଡ଼ିଥିଲେ l

ତାଙ୍କୁ ଗୁରୁତର ଅବସ୍ଥାରେ ଚମ୍ପୁଆ ମେଡିକାଲରେ ଭର୍ତ୍ତି କରାଯାଇଛି l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version