ଦିଗପହଣ୍ଡିରେ ଝାଡ଼ାବାନ୍ତିରେ ଆଉ ଜଣେ ମୃତ

ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଉସ୍ତପଲ୍ଲୀ ଗାଁରେ ଝାଡ଼ାବାନ୍ତିରେ ଆଉ ଜଣଙ୍କ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି।

ଦିଗପହଣ୍ଡି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଆଉ ୧୦ ଆକ୍ରାନ୍ତ ବ୍ରହ୍ମପୁର ଓ ଦିଗପହଣ୍ଡି ମେଡିକାଲରେ ଭର୍ତ୍ତି ଅଛନ୍ତି। ପାଣି ନମୁନା ସଂଗ୍ରହ କରି ଲ୍ୟାବ୍‌କୁ ପଠାଯାଇଥିବା ସୂଚନା ମିଳିଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes