ଦିନରେ ଆପାର୍ଟମେଣ୍ଟରେ ପଶି କଳାକନା ବୁଲାଇଲେ ଲୁଟେରା

ଭୁବନେଶ୍ବର ଚନ୍ଦକା ଥାନା ଅଞ୍ଚଳରେ ୨ଟି ଆପାର୍ଟମେଣ୍ଟରେ ୬ଟି ଫ୍ଲାଟ୍‌ରୁ ଲୁଟ ହୋଇଛି। ଲକ୍ଷାଧିକ ଟଙ୍କା ସହ ସୁନା ଗହଣା ଓ ମୂଲ୍ୟବାନ୍ ସମାଗ୍ରୀ ଲୁଟେରା ଲୁଟି ନେଇଥିବା ଅଭିଯୋଗ ହୋଇଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ସିସିଟିଭି ଯାଞ୍ଚ କରୁଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes