ଦିଲ୍ଲୀରୁ ଫେରିଲେ ମନମୋହନ ସାମଲ

ଦିଲ୍ଲୀରୁ ଫେରିବା ପରେ ରାଜ୍ୟସଭା ସାଂସଦ ମନମୋହନ ସାମଲଙ୍କୁ ଭୁବନେଶ୍ୱର ବିମାନବନ୍ଦରରେ ଭବ୍ୟ ସ୍ୱାଗତ କରାଯାଇଛି।

ଗତକାଲି ରାଜ୍ୟସଭା ସାଂସଦ ଭାବେ ଶପଥ ଗ୍ରହଣ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes