ଦିଲ୍ଲୀର ଚାଣକ୍ୟପୁରୀ କୌଟିଲ୍ୟ ମାର୍ଗରେ ୭ ମହଲା ବିଶିଷ୍ଟ ନୂଆ ଓଡ଼ିଶା ଭବନ ହେବ।
୪୫ଟି କୋଠରୀ ସହ ଆଧୁନିକ ସମ୍ମିଳନୀ କକ୍ଷ ରହିବ। ଓଡ଼ିଶାର ସାଂସ୍କୃତିକ ଓ ପ୍ରଶାସନିକ କେନ୍ଦ୍ର ଭାବେ କାମ କରିବ।
Credible Local News of Odisha