ଦିଲ୍ଲୀରେ ପହଞ୍ଚିଲେ ଦ୍ରୌପଦୀ ମୁର୍ମୁ

ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଦିଲ୍ଲୀରେ ପହଞ୍ଚିଥିବା ନେଇ ସେ ନିଜେ ଟ୍ବିଟ୍‌ କରି ସୂଚନା ଦେଇଛନ୍ତି।

ଆଜି ସକାଳେ ସେ ଭୁବନେଶ୍ୱରରୁ ଦିଲ୍ଲୀ ଯାଇଥିଲେ। ଆସନ୍ତାକାଲି ଦ୍ରୌପଦୀ ମୁର୍ମୁ ନାମାଙ୍କନ ଭରିବେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes