ବିଜେପିରେ ମିଶିଲେ ପୂର୍ବତନ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ। ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ ସେ ପଦ୍ମ ଧରିଛନ୍ତି। ଗତକାଲି ବିଜେଡିରୁ ଇସ୍ତଫା ଦେଇଥିଲେ ଦେବାଶିଷ।
Credible Local News of Odisha