ଦିଲ୍ଲୀ ଲୋଦି ରୋଡ୍‌ ଶ୍ମଶାନ ଘାଟରେ ଗୀତା ମେହେଟ୍ଟାଙ୍କ ଶେଷକୃତ୍ୟ

ମୁଖାଗ୍ନି ଦେଲେ ପୁଅ ଆଦିତ୍ୟ ସିଂ ମେହେଟ୍ଟା। ଏହି ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ମଶାନଘାଟରେ ଉପସ୍ଥିତ ଥିଲେ।

ଏହା ସହ ବଡ଼ ଭାଇ ପ୍ରେମ ପଟ୍ଟନାୟକ ଓ ଅନ୍ୟ ଆତ୍ମୀୟ ସ୍ବଜନ ଉପସ୍ଥିତ ଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes