ଉପରାଷ୍ଟ୍ରପତି ନିର୍ବାଚନ ପୂର୍ବରୁ ଦିଲ୍ଲୀ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ଦିଲ୍ଲୀରେ ଥିବାରୁ ରାଜ୍ୟ ସଂଗଠନ ନେଇ କିଛି ହୋଇପାରେ ବୋଲି ଚର୍ଚ୍ଚା ହେଉଛି।
କମିଟି, ବୋର୍ଡ ନିଗମ ନିଯୁକ୍ତି, ମନ୍ତ୍ରିମଣ୍ଡଳ ନେଇ କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ଆଲୋଚନା କରିପାରନ୍ତି ମୋହନ-ମନମୋହନ।