ଅନୁଗୁଳ ଜିଲ୍ଲା ପାଳଲହଡା ବ୍ଲକ ଅନ୍ତର୍ଗତ ୧୪୯ ନମ୍ବର ଜାତୀୟ ରାଜପଥ ଡିମିରିଆ ଗ୍ରାମ ନିକଟରେ ଆଜି ଦୁଇଟି ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣେ ଡ୍ରାଇଭର ଗୁରୁତର ହୋଇଥିବା ବେଳେ ଆଉ ଜଣେ ଆହତ ହୋଇଥିବା ଜଣାପଡିଛି।
ଏନେଇ ସ୍ଥାନୀୟ ଲୋକମାନଙ୍କ ସହାୟତାରେ ତାଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଛି।