ବୌଦ୍ଧ ଜିଲ୍ଲା କଣ୍ଟାମାଳ ଠାରେ ଆଜି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇ ଦୁର୍ଘଟଣା ଘଟିଥିଲା।
ଏଥିରେ ଜଣେ ଆରୋହୀ ମୃତ ଅନ୍ୟ ଜଣେ ଗୁରୁତର ଅଛନ୍ତି। ମୃତକ ହେଲେ କଣ୍ଟାମାଳ ଅଞ୍ଚଳର ଲୁଲୁ ବାଘ।
Credible Local News of Odisha