ସୋନପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ ଚମ୍ପାପୁର ଠାରେ ଆଜି ଦୁଇ ଅଜଣା ବାଇକ ମଧ୍ୟରେ ମୁହାଁ ମୁହିଁ ଧକ୍କା ହେବା ଫଳରେ ଦୁର୍ଘଟଣା ଘଟିଥିଲା।
ଏଥିରେ ଉଭୟ ଗୁରୁତର ଥିବା ଦୁଇ ବାଇକ ଆରୋହୀଙ୍କୁ ସ୍ଥାନୀୟ ଲୋକେ ଉଦ୍ଧାର କରି ବୀରମହାରାଜପୁର ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।
Credible Local News of Odisha