ସୋନପୁର ଜିଲ୍ଲା ବୀରମହାରାଜପୁର ଥାନା ଅନ୍ତର୍ଗତ ହରିହର ଜୋର ଚୋରା ବାଲି ଘାଟରୁ ବେଆଇନ ଭାବେ ବାଲି ଚୋରାଚାଲାଣ କରୁଥିବା ଦୁଇ ବାଲି ବୋଝେଇ ଟ୍ରାକ୍ଟରକୁ ଖଣି ଅଧିକାରୀ ଜବତ କରିଥିବା ଜଣାଯାଇଛି।
Credible Local News of Odisha