ଦୁବାଇରେ ମୃତ ଓଡ଼ିଆ ଯୁବକଙ୍କ ମରଶରୀର ଆଣିବା ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଦୁବାଇରେ ଫସିଥିବା ମୃତ ଓଡିଆ ଯୁବକ ନାରାୟଣ ବେହେରାଙ୍କ ମରଶରୀର ଭାରତ ଫେରାଇ ଆଣିବାପାଇଁ ଦୁବାଇରେ ଅବସ୍ଥାପିତ ଭାରତୀୟ ରାଷ୍ଟ୍ରଦୂତଙ୍କୁ ଏକ ପତ୍ର ଲେଖି ନିବେଦନ କରିଛନ୍ତି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes