ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ପଥରଖମ୍ବ ନିକଟରେ ଟ୍ରକ ଚପାରେ ୫ ଜଣଙ୍କ ମୃତ୍ୟୁ ଘଟଣାରେ ମୃତକଙ୍କ ପରିବାରକୁ ୧ ଲକ୍ଷ ଲେଖାଏଁ ଅନୁକମ୍ପା ରାଶି ପ୍ରଦାନ ପାଇଁ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ।
ସହାୟତା ନେଇ ମନ୍ତ୍ରୀ ପ୍ରଫୁଲ ମଲ୍ଲିକ ସୂଚନା ଦେଇଛନ୍ତି। ମୃତକଙ୍କ ପରିବାରକୁ ଆଉ ୨୦,୦୦୦ ଟଙ୍କା ଜିଲ୍ଲା ରେଡକ୍ରସ ଫଣ୍ଡରୁ ମିଳିବ ।