ଦେବଦାସ ଛୋଟରାୟ ପାଇବେ ଶାରଳା ପୁରସ୍କାର

ଗଳ୍ପ ସଂକଳନ ‘ମ୍ୟାଟିନି ସୋ’ ପାଇଁ ସୁଖ୍ୟାତ କବି ଓ କଥାକାର ଦେବଦାସ ଛୋଟରାୟ ଶାରଳା ପୁରସ୍କାର ପାଇବେ। ତାଙ୍କୁ ୭ ଲକ୍ଷ ଟଙ୍କାର ଅର୍ଥରାଶି ପ୍ରଦାନ କରାଯିବ।

‘ଇଲାବଂଶୀଧର ପଣ୍ଡା କଳା ସମ୍ମାନ’ ମଧ୍ୟ ୨୦୨୫ ମସିହା ପାଇଁ ଘୋଷିତ ହୋଇଛି । ବିଶିଷ୍ଟ ଚିତ୍ରଶିଳ୍ପୀ ବଳଦେବ ମହାରଥା ଏବଂ ସଂଗୀତ ଗୁରୁ ରାମହରି ଦାସଙ୍କୁ ଚଳିତ ବର୍ଷ ଏହି ପୁରସ୍କାର ପ୍ରଦାନ କରାଯିବ ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes