ଦେଶର ପ୍ରଥମ ଏଡିସି ହେଲେ ଓଡ଼ିଆ ଝିଅ ମନୀଷା ପାଢ଼ୀ

ମିଜୋରାମ ରାଜ୍ୟପାଳ ହରିବାବୁ କାମଭାମପତି ତାଙ୍କୁ ଏଡିସି ଭାବେ ନିଯୁକ୍ତି ଦେଇଛନ୍ତି ।

ସ୍କ୍ୱାର୍ଡନ ଲିଡର ମନୀଷା ହେଉଛନ୍ତି ୨୦୧୫ ବ୍ୟାଚର ବାୟୁସେନା ଅଧିକାରୀ। ସେ ଏହି ପଦବୀରେ ନିଯୁକ୍ତ ହୋଇଥିବା ଦେଶର ପ୍ରଥମ ମହିଳା। ସ୍କ୍ୱାର୍ଡନ ଲିଡର ମନୀଷା ପାଢୀଙ୍କ ଘର ବ୍ରହ୍ମପୁରରେ । ହେଲେ ତାଙ୍କ ପରିବାର ଭୁବନେଶ୍ୱରରେ ରୁହନ୍ତି ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes