ଦୋକାନ ସହ ୧୦ରୁ ଅଧିକ ଘରେ ଲାଗିଲା ନିଆଁ, କାରଣ ଅସ୍ପଷ୍ଟ

ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଗାନ୍ଧି ଛକରେ ଏହି ଭୟାବହ ଅଗ୍ନିକାଣ୍ଡ ଘଟିଛି।

ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ କରୁଛି ଅଗ୍ନିଶମ ବାହିନୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes