ଦ୍ରୌପଦୀଙ୍କୁ ଅପରାଜିତାଙ୍କ ମେଲାଣି

ଆଜି ଭୁବନେଶ୍ୱର ବିମାନ ବନ୍ଦର ଠାରେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଦିଲ୍ଲୀ ଗସ୍ତ କରିଛନ୍ତି l

ଏହି ଅବସରରେ ମେଲାଣି ଦେବା କାର୍ଯ୍ୟକ୍ରମରେ ଭୁବନେଶ୍ୱର ସାଂସଦ ତଥା ବିଜେପି ରାଷ୍ଟ୍ରୀୟ ପ୍ରବକ୍ତା ଅପରାଜିତା ଷଡ଼ଙ୍ଗୀ ସାମିଲ ହୋଇଥିଲେ l

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version