ଦ୍ଵିତୀୟ ବର୍ଷ ପୂର୍ତ୍ତି: ମୋଦିଙ୍କୁ ଆମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।ଏହା ସୌଜନ୍ୟମୂଳକ ସାକ୍ଷାତ ବୋଲି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାର ଭିତ୍ତିଭୂମିର ବିକାଶ, ପୁଞ୍ଜିନିବେଶ ସମ୍ପ୍ରସାରଣ ନେଇ ଆଲୋଚନା ହୋଇଛି।ଜନକଲ୍ୟାଣକାରୀ ଯୋଜନାଗୁଡ଼ିକୁ ଆଗକୁ ନେବା ସମ୍ପର୍କରେ ଆଲୋଚନା ସହ ସରକାରଙ୍କ ଦ୍ଵିତୀୟ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗଦେବା ପାଇଁ ଆମନ୍ତ୍ରଣ କରିଛି, ପ୍ରଧାନମନ୍ତ୍ରୀଙ୍କ ନିରନ୍ତର ମାର୍ଗଦର୍ଶନ ଓ ସହଯୋଗ ପାଇଁ ଧନ୍ୟବାଦ ଜଣାଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes