ଧନୁଯାତ୍ରା ଉପଲକ୍ଷେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜରୁରୀ କାଳୀନ ବୈଠକ ଅନୁଷ୍ଠିତ

ଆଜି ବରଗଡ଼ ଜିଲ୍ଲାପାଳ ମନିଷା ବାନାର୍ଜୀଙ୍କ ନିର୍ଦ୍ଦେଶନାରେ ବିଶ୍ଵ ପ୍ରସିଦ୍ଧ ଧନୁଯାତ୍ରାର ସମ୍ପୁର୍ଣ୍ଣ ପ୍ରସ୍ତୁତି ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଜରୁରୀକାଳୀନ ବୈଠକ ଅନୁଷ୍ଠିତ ହେଇଯାଇଛି।

Leave a Comment

This site uses Akismet to reduce spam. Learn how your comment data is processed.

Nuakhai wishes