ଧର୍ମଶାଳା ବିଜୁ ମହିଳା ପକ୍ଷରୁ ରାଜମହୋତ୍ସବ

ଆଜି ଯାଜପୁର ଜିଲ୍ଲା ଜାରକା ଷ୍ଟାଡିୟମ ପରିସରରେ କଳ୍ପତରୁ ଦାସ ନାସନାଲ ଫାଉଣ୍ଡେସନ ପକ୍ଷରୁ ରଜ ମହୋତ୍ସବ ଉଦଘାଟିତ ହୋଇଯାଇଛି।

ଧର୍ମଶାଳା ମହିଳା ବିଜୁ ଜନତା ଦଳର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ଉତ୍ସବରେ ପୂର୍ବତନ ସାଂସଦ ରୀତା ତରାଇ, ଧର୍ମଶାଳା ବ୍ଲକ ଅଧ୍ୟକ୍ଷ ପ୍ରଭାତ କୁମାର ବଳବନ୍ତରାୟ, ରସୁଲପୁର ଅଧ୍ୟକ୍ଷ ଅରୁଣ କୁମାର ରାଉତ, ଜିଲ୍ଲା ମହିଳା ବିଜେଡି ସଭାନେତ୍ରୀ ସବିତା ରାଉତ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଆନୁଷ୍ଠାନିକ ଭାବେ ରଜ ଦୋଳିକୁ ଉଦଘାଟନ କରିଥିଲେ।

Leave a Comment

This site uses Akismet to reduce spam. Learn how your comment data is processed.

Exit mobile version